2 Samuel 9:7 — Compare Translations
5 translations compared side by side
Odia - 1840
"ଦାଉଦ ମଫୀବୋଶତ୍କକ୍ସ୍ଟ କହିଲେ, ଭୟ କର ନାହିଁ, ମୁ ତକ୍ସ୍ଟମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁ ତୁମ୍ଭକୁ ଦୟା ଦଖାେଉଛି। ମୁ ତୁମ୍ଭକୁ ତକ୍ସ୍ଟମ୍ଭ ଜଜେେ ବାପା ଶାଉଲଙ୍କର ସମସ୍ତ ସଐତ୍ତି ତୁମ୍ଭକୁ ଫରୋଇ ଦବେି। ତୁମ୍ଭେ ମଧ୍ଯ ମାେ ପାଖ ରେ ସବୁଦିନ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ତାହାକୁ କହିଲେ, ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମଫୀବୋଶତ୍କୁ କହିଲେ, “ଭୟ କର ନାହିଁ, ମୁଁ ତୁମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁଁ ତୁମ୍ଭକୁ ଦୟା ଦେଖାଉଛି। ମୁଁ ତୁମ୍ଭକୁ ତୁମ୍ଭ ଜେଜେ ବାପା ଶାଉଲଙ୍କର ସମସ୍ତ ସମ୍ପତ୍ତି ତୁମ୍ଭକୁ ଫେରାଇ ଦେବି। ତୁମ୍ଭେ ମଧ୍ୟ ମୋ’ ପାଖରେ ସବୁଦିନ ଭୋଜନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”