2 Thessalonians 1:10 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣ ରେ ମହିମା ମଣ୍ଡିତ ହବୋ ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ବାସ କରିଛନ୍ତି, ସମାନେେ ଯୀଶୁଙ୍କୁ ଦେଖି ବିସ୍ମିତ ହବେେ। ଯେ ହତେୁ ତୁମ୍ଭମାନେେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ବାସ କରିଛ, ସେଥିପାଇଁ ସହେି ବିଶ୍ବାସୀ ମଣ୍ଡଳୀ ରେ ତୁମ୍ଭମାନେେ ମଧ୍ଯ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ସେମାନେ ଦଣ୍ତ ପାଇବେ, ଅର୍ଥାତ୍, ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରୀକୃତ ହୋଇ ଅନ; ବିନାଶ ଭୋଗ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେହି ଦିନ ସେ ତାଙ୍କ ଲୋକମାନଙ୍କଠାରୁ ଓ ସମସ୍ତ ବିଶ୍ୱାସୀଙ୍କଠାରୁ ସମ୍ମାନ ଓ ଗୌରବ ପାଇବେ। ଏମାନଙ୍କ ମଧ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ତର୍ଭୁକ୍ତ ହେବ, କାରଣ ଆମେ ତୁମକୁ ଯେୁଁ ବାର୍ତ୍ତା ଦେଇଥିଲୁ, ସେଥିରେ ତୁମ୍ଭେମାନେ ବିଶ୍ୱାସ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣରେ ମହିମା ମଣ୍ଡିତ ହେବା ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ୱାସ କରିଛନ୍ତି, ସେମାନେ ଯୀଶୁଙ୍କୁ ଦେଖି ବିସ୍ମିତ ହେବେ। ଯେହେତୁ ତୁମ୍ଭେମାନେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ୱାସ କରିଛ, ସେଥିପାଇଁ ସେହି ବିଶ୍ୱାସୀ ମଣ୍ଡଳୀରେ ତୁମ୍ଭେମାନେ ମଧ୍ୟ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಿ ತೊ ಅಪ್ನಾಚ್ಯಾ ವಿಶ್ವಾಸಾಚ್ಯಾ ಪವಿತ್ರ್ ಲೊಕಾನಿಕ್ನಾ ಮಹಿಮಾ ಅನಿ ಮಾನ್ ಘೆವ್ಕ್ ಮನುನ್ ಯೆಲ್ಲ್ಯಾ ತನ್ನಾ, ತುಮಿಬಿ ತ್ಯಾ ವಿಶ್ವಾಸಾಚ್ಯಾ ಲೊಕಾಂಚ್ಯಾ ಮದ್ದಿ ರ್‍ಹಾತ್ಯಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ, ಅಮಿ ಸಾಂಗಟಲ್ಲ್ಯಾ ಬರ್‍ಯಾ ಖಬ್ರೆ ವರ್‍ತಿ ವಿಶ್ವಾಸ್ ಕರ್ಲ್ಯಾಸಿ.