2 Thessalonians 1:12 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ଯମ ରେ ମହିମାବାନ୍ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭମାନେେ ମଧ୍ଯ ତାହାଙ୍କଠା ରେ ମହିମାବାନ ହାଇପୋରିବ। ଆମ୍ଭ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାରୁ ସହେି ମହିମା ପ୍ରାପ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଆମ୍ଭମାନଙ୍କ ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ଵିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ଵିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଭାବରେ ଆମ ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହରୁ, ତୁମେ ଆମ ପ୍ରଭୁ ଯୀଶୁଙ୍କ ନାମକୁ ଗୌରବାନ୍ୱିତ କରିପାରିବ ଓ ତୁମକୁ ମଧ୍ୟ ସେ ଗୌରବାନ୍ୱିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಅಮ್ಚ್ಯಾ ಧನಿಯಾ ಜೆಜುಚ್ಯಾ ನಾವಾಕ್ ತುಮ್ಚ್ಯಾ ವೈನಾ ಮಹಿಮಾ ಗಾವುಂದಿತ್, ಅನಿ ಅಮ್ಚ್ಯಾ ದೆವಾಚ್ಯಾ ಅನಿ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಕುರ್ಪೆ ವೈನಾ ತುಮ್ಕಾ ಮಹಿಮಾ ಗಾವುಂದಿತ್.