2 Thessalonians 1:2 — Compare Translations
7 translations compared side by side
Odia - 1840
"ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠା ରେ ରହିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Odia IRV 2017 (ଓଡିଆ ବାଇବେଲ)
ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಅಮ್ಚೊ ಬಾಬಾ, ಅನಿ ಧನಿ ಜೆಜು ಕ್ರಿಸ್ತ್ ತುಮ್ಕಾ ಶಾಂತಿ ಅನಿ ಕುರ್ಪಾ ದಿಂವ್ದಿತ್.