2 Thessalonians 1:3 — Compare Translations

7 translations compared side by side

Odia - 1840
"ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾನು ಅನಿ ಭೆನಿಯಾನು, ಅಮಿ ಸಗ್ಳ್ಯಾ ಎಳಾರ್ ದೆವಾಕ್ ಧನ್ಯವಾದ್ ದಿತಾಂವ್. ಅನಿ ಅಶೆ ಅಮಿ ಕರುಕುಚ್ ಪಾಜೆ. ಕಶ್ಯಾಕ್ ಮಟ್ಲ್ಯಾರ್, ತುಮ್ಚೊ ವಿಶ್ವಾಸ್ ವಾಡುನ್ಗೆತುಚ್ ಜಾವ್ಕ್ ಲಾಗ್ಲಾ, ಅನಿ ತುಮ್ಚ್ಯಾ ಎಕಾಮೆಕಾಂಚ್ಯಾ ಮದ್ದಿ ಹೊತ್ತೊ ಪ್ರೆಮ್ ಅನಿಉಲ್ಲೊ ಘಟ್ ಹೊವ್ನಗೆತುಚ್ ಜಾವ್ಕ್ ಲಾಗ್ಲಾ