2 Thessalonians 1:5 — Compare Translations
7 translations compared side by side
Odia - 1840
"ପରମେଶ୍ବର ତାହାଙ୍କର ବିଚାର ରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ଯ ରେ ପ୍ରବେଶ ପାଇଁ ଯୋଗ୍ଯ ହୁଅ, ଯେଉଁଥିପାଇଁ ତୁମ୍ଭମାନେେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନ୍ୟାୟ ସମ୍ପର୍କରେ ପାଉଲ କହନ୍ତି ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಬಗಟ್ಲ್ಯಾರ್, ದೆವಾಚೊ ಝಡ್ತಿಚೊ ದಿಸ್ ಯೆವ್ನ್ ಹೊಲಾ, ಅನಿ ತುಮಿ ಸಗ್ಳೆ ಜೆ ಖಲ್ಯಾ ರಾಜಾಸಾಟ್ನಿ ಕಸ್ಟ್ ಸೊಸುಲ್ಯಾಸಿ, ತ್ಯಾ ರಾಜಾತ್ ಜಾವ್ಕ್ ಯೊಗ್ಯ್ ಮನಿ ಸರ್ಕೆ ನಿರ್ನಯ್ ಹೊಲಾ ಮನ್ತಲೆ ದಾಕ್ವುನ್ ದಿತಾ.