2 Thessalonians 1:6 — Compare Translations
7 translations compared side by side
Odia - 1840
"ଯାହା ଠିକ୍ ପରମେଶ୍ବର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ବର ସମାନଙ୍କେୁ କଷ୍ଟ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ପ୍ରଜ୍ଜ୍ଵଳିତ ଅଗ୍ନି ସହ ସ୍ଵର୍ଗରୁ ପ୍ରକାଶିତ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା ନ୍ୟାୟସଙ୍ଗତ, ଈଶ୍ୱର ତାହା ସାଧନ କରିବେ। ଯେଉଁମାନେ ଏବେ ତୁମକୁ ନିର୍ଯ୍ୟାତନା କରୁଛନ୍ତି, ସେମାନେ ନିର୍ଯ୍ୟାତିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಖಲೆ ಸಮಾ ಹಾಯ್ ತೆಚ್ ದೆವ್ ಕರ್ತಾ, ಜೆ ಕೊನ್ ತುಮ್ಕಾ ಕಸ್ಟ್ ದಿತಾ ತೆಂಚೆ ವರ್ತಿ ದೆವ್ ಕಸ್ಟ್ ಹಾನ್ತಾ.