2 Thessalonians 1:7 — Compare Translations
7 translations compared side by side
Odia - 1840
"ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭମାନଙ୍କୁ କ୍ଳେଶ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ସ୍ଵରୂପେ କ୍ଳେଶ ଦେବା ଓ କ୍ଳେଶ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ଵରଙ୍କ ପକ୍ଷରେ ନ୍ୟାୟର ବିଷୟ;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତୁମ ଦୁଃଖ ଭୋଗର ଅବସାନ ଘଟାଇ ଆମକୁ ମଧ୍ୟ ଆଶ୍ୱସ୍ତ କରିବେ। ଈଶ୍ୱର ଏହି କାର୍ଯ୍ୟ ସାଧନ କରିବେ, ଯେତେବେଳେ ପ୍ରଭୁ ଯୀଶୁ ତାଙ୍କର ମହାପରାକ୍ରାନ୍ତ ଦୂତମାନଙ୍କ ଗହଣରେ ସ୍ୱର୍ଗରୁ ଅବତରଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ୱରଙ୍କ ପକ୍ଷରେ ନ୍ୟାୟର ବିଷୟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಕಸ್ಟ್ ಸೊಸ್ತಲ್ಯಾ ಅಮ್ಕಾ ಅನಿ ತುಮ್ಕಾ ದೆವ್ ಸುಟ್ಕಾ ದಿತಾ. ಹೆ, ತೊ ಧನಿ ಜೆಜು ಕ್ರಿಸ್ತ್ ಸರ್ಗಾ ವೈನಾ ಅಪ್ನಾಚ್ಯಾ ಮೆಜುಕ್ ಹೊಯ್ನಾ ತವ್ಡ್ಯಾ ದುತಾಂಚ್ಯಾ ವಾಂಗ್ಡಾ ಯೆಲ್ಲ್ಯಾ ಎಳಾರ್ ಕರ್ತಾ.