2 Thessalonians 1:8 — Compare Translations
7 translations compared side by side
Odia - 1840
"ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଈଶ୍ଵରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ତ ଦେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଈଶ୍ୱରଙ୍କୁ ଉପେକ୍ଷା କରୁଛନ୍ତି ଓ ପ୍ରଭୁ ଯୀଶୁଙ୍କ ବାର୍ତ୍ତା ଅଗ୍ରାହ୍ୟ କରୁଛନ୍ତି, ସେହି ଲୋକମାନଙ୍କୁ ଶାସ୍ତି ଦେବା ନିମନ୍ତେ ସେ ସେତେବେଳେ ଜ୍ୱଳନ୍ତ ଅଗ୍ନିଶିଖା ନେଇ ଆସିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଗ୍ଭରକୁ ମାନନ୍ତି ନାହିଁ, ସେମାନଙ୍କୁ ଦଣ୍ଡ ଦେବା ଲାଗି ସେ ଜ୍ୱଳନ୍ତ ଅଗ୍ନିଶିଖା ସହିତ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ಜೆಜು ಕ್ರಿಸ್ತ್ ಎಕ್ ಪೆಟ್ತಲ್ಯಾ ಆಗಿಚ್ಯಾ ವಾಂಗ್ಡಾ ಯೆತಾ, ಅನಿ ಜೆ ಕೊನ್ ದೆವಾಕ್ ಸ್ವಿಕಾರ್ ಕರಿನಾ, ಅನಿ ಧನಿಯಾ ಜೆಜುಚ್ಯಾ ಬರ್ಯಾ ಖಬ್ರೆಕ್ ಮಾನುನ್ ಘೆವ್ನ್ ಚಲಿನಸಲ್ಲ್ಯಾಕ್ನಿ ಶಿಕ್ಷಾ ದಿತಾ.