2 Thessalonians 2:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆସିବା ବିଷୟ ରେ ଆମ୍ଭର କିଛି କହିବାକୁ ଅଛି। ଯେତବେେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭଟେିବା, ସହେି ସମୟ ବିଷୟ ରେ ଆମ୍ଭେ ତୁମ୍ଭକୁ କହିବାକୁ ଚାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମ୍ପର୍କରେ ଏବଂ ତାଙ୍କ ନିକଟରେ ଆମେ ସମସ୍ତେ ସମବେତ ହେବା ବିଷୟରେ ତୁମ୍ଭମାନଙ୍କୁ ମୋର ଅନୁରୋଧ,
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଦୁର୍ଘଟଣାମାନ ଘଟିବ ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବିଷୟରେ ଆମ୍ଭର କିଛି କହିବାକୁ ଅଛି। ଯେତେବେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭେଟିବା, ସେହି ସମୟ ବିଷୟରେ ଆମ୍ଭେ ତୁମ୍ଭକୁ କହିବାକୁ ଗ୍ଭହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾ- ಭೆನಿಯಾನು, ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಯೆತಲ್ಯಾ ವಿಶಯಾತ್ ಅನಿ ಅಮಿ ತೆಚ್ಯಾ ಭೊತ್ಯಾನಿ ಗೊಳಾ ಹೊತಲ್ಯಾ ವಿಶಯಾತ್ ಅಮ್ಕಾ ತುಮ್ಚ್ಯಾಕ್ಡೆ ಬೊಲ್ತಲೆ ಹಾಯ್. ಹೆಚ್ಯಾ ವಿಶಯಾತ್ ಅಮಿ ತುಮ್ಚ್ಯಾ ಕಡೆ ಅಶೆ ಮಾಗ್ತಾಂವ್.