2 Thessalonians 2:12 — Compare Translations

7 translations compared side by side

Odia - 1840
"ଅତଏବ ଯେଉଁମାନେ ସତ୍ଯକୁ ବିଶ୍ବାସ କରୁ ନାହାଁନ୍ତି, ସମାନେେ ଦୋଷୀ ବୋଲି ବିଚାରିତ ହବେେ। ସମାନେେ ସତ୍ଯକୁ ମାନି ନାହାଁନ୍ତି ଓ ମନ୍ଦ କର୍ମ କରିବା ରେ ଆନନ୍ଦ ପାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସତ୍ୟରେ ବିଶ୍ୱାସ ସ୍ଥାପନ କରନ୍ତି ନାହିଁ, ମାତ୍ର ପାପାଚରଣରେ ଆନନ୍ଦ କରନ୍ତି, ସେମାନେ ସମସ୍ତେ ଏହିପରି ଦଣ୍ଡିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ, ಖರೆ ಮಾನುನ್ ಘೆಯ್ನಸ್ತಾನಾ ಪಾಪಾತ್ ಕುಶಿ ಹೊವ್ನ್ ಜಿವನ್ ಕರ್‍ತಲ್ಯಾಂಚ್ಯಾ ವರ್‍ತಿ ದೆವಾಚಿ ಶಿಕ್ಷಾ ಉತ್ರುನ್ ಯೆತಾ.