2 Thessalonians 2:13 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವ್- ಭೆನಿಯಾನು, ಧನಿಯಾಕ್ ಲೈ ಪ್ರೆಮಾಚೆ ತುಮಿ ತುಮ್ಚ್ಯಾಸಾಟ್ನಿ ಅಮಿ ಸದ್ದಿಚ್ ದೆವಾಚಿ ಉಪ್ಕಾರ್ ಸ್ತುತಿ ಕರುಕ್ ಪಾಜೆ ದೆವ್ ತುಮ್ಚೊ ಪ್ರೆಮ್ ಕರ್‍ತಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರಪಾನ್ ದಿತಲ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ವೈನಾ ಅನಿ ಖರ್ಯಾ ವಿಶ್ವಾಸಾಚ್ಯಾ ವೈನಾ ತುಮಿ ಸುಟ್ಕಾ ಜೊಡುನ್ ಘೆವ್‍ಸಾಟ್ನಿ ಮನುನ್ ದೆವಾನ್ ಅಮ್ಕಾ ಪಯ್ಲೆಚಿ ಫಳಾ ಹೊವ್ನ್ ಎಚುನ್ ಕಾಡ್ಲ್ಯಾನ್.