2 Thessalonians 2:14 — Compare Translations

7 translations compared side by side

Odia - 1840
"ପରମେଶ୍ବର ସହେି ମୁକ୍ତି ଦବୋ ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ବାରା ପ୍ରଚାରିତ ସୁସମାଚାର ମାଧ୍ଯମ ରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମହିମା ରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ନିକଟରେ ଆମେ ଯେଉଁ ସୁସମାଚାର ପ୍ରଚାର କରିଛୁ, ତାହା ଦ୍ୱାରା ଈଶ୍ୱର ତୁମ୍ଭମାନଙ୍କୁ ଏଥିପାଇଁ ଆହ୍ୱାନ କରିଛନ୍ତି। ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବରେ ଅଂଶୀ କରାଇବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಮಹಿಮೆತ್ ವಾಟೊ ಘೆವ್‍ಸಾಟ್ನಿ, ಅಮಿ ಸಾಂಗಲ್ಲ್ಯಾ ಬರ್‍ಯಾ ಖಬ್ರೆ ವೈನಾ ದೆವಾನ್ ತುಮ್ಕಾ ಬಲವ್ನಿ ದಿಲ್ಯಾನ್.