2 Thessalonians 2:15 — Compare Translations

7 translations compared side by side

Odia - 1840
"ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ବାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ବାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ଯମ ରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ହେ ଭାଇମାନେ, ଆମ ପ୍ରଚାର ଓ ଆମ ପତ୍ରରେ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସତ୍ୟ ପ୍ରକାଶ କରିଛୁ, ତାହାକୁ ଦୃଢ଼ ଭାବରେ ଧରି ରଖ; ସେଥିରେ ଅବିଚଳିତ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಮಾಜ್ಯಾ ಭಾವಾ-ಭೆನಿಯಾನು, ತುಮಿ ಘಟ್ ರ್‍ಹಾವಾ ಅನಿ ಅಮಿ ಲಿವಲ್ಲ್ಯಾ ಚಿಟಿಯಾ, ನಾ ಹೊಲ್ಯಾರ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾಂಚ್ಯಾ ವೈನಾ ತುಮ್ಕಾ ಗಾವಲ್ಲಿ ಶಿಕಾಪಾ ಯಾದ್ ಥವ್ನ್ ಘೆವಾ.