2 Thessalonians 2:16 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚೊ ಧನಿ ಜೆಜು ಕ್ರಿಸ್ತ್, ಅನಿ ಅಮ್ಚೊ ದೆವ್ ಬಾಬಾ, ಅಮ್ಚೊ ಪ್ರೆಮ್ ಕರ್‍ತಲೊ ಅನಿ ಅಪ್ನಾಚ್ಯಾ ಕುರ್ಪೆನ್ ಮೊಟೊ ಧೈರೊ ಅನಿ ಎಕ್ ಘಟ್ಟ್ ಬರೊಸೊ ದಿಲ್ಲೊ