2 Thessalonians 2:17 — Compare Translations
6 translations compared side by side
Odia - 1840
"ପରମେଶ୍ବର ଆମ୍ଭକୁ ପ୍ ରମେ କରନ୍ତି। ନିଜ ଅନୁଗ୍ରହ ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତକାଳସ୍ଥାଯୀ ଉତ୍ସାହ ଓ ଉତ୍ତମ ଭରସା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତୁମ୍ଭମାନଙ୍କୁ ସବୁବେଳେ ସତ୍ କାର୍ଯ୍ୟ କରିବାକୁ ଓ ସତ୍ ବାକ୍ୟ କହିବାକୁ ପ୍ରେରଣା ଓ ଶକ୍ତି ପ୍ରଦାନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕನ್ನಾಬಿ ಬರೆ ಕರುಕ್ ಅನಿ ಸಾಂಗುಕ್ ಧೈರೊ ಅನಿ ತಾಕತ್ ದಿಂವ್ದಿತ್.