2 Thessalonians 2:3 — Compare Translations

7 translations compared side by side

Odia - 1840
"ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକା ରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ବରଙ୍କ ବିରୁଦ୍ଧ ରେ ବିଦ୍ରୋହ ସଂଘଟିତ ନ ହେଲା ପର୍ୟ୍ଯନ୍ତ ପ୍ରଭୁଙ୍କର ସହେି ଦିନଟି ଆସିବ ନାହିଁ। ମନ୍ଦ ବ୍ଯକ୍ତିର ଦଖାେ ନ ଦବୋ ପର୍ୟ୍ଯନ୍ତ ସହେି ଦିନଟି ଆସିବ ନାହିଁ। ସହେି ମନ୍ଦ ବ୍ଯକ୍ତି ନରକର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି କହି ତୁମ୍ଭମାନଙ୍କୁ କେହି କୌଣସି ପ୍ରକାରେ ପ୍ରତାରଣା ନ କରୁ। ଈଶ୍ୱରଙ୍କ ବିରୁଦ୍ଧରେ ଅନ୍ତିମ ବିଦ୍ରୋହ ନ ଘଟିବା ପର୍ଯ୍ୟନ୍ତ ଓ ସେହି ନରକଗାମୀ “ପାପାତ୍ମା” ଆତ୍ମପ୍ରକାଶ ନ କରିବା ପର୍ଯ୍ୟନ୍ତ ସେହି ଦିନ ଆସିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್‍ಬಿ ಖಲ್ಯಾ ವಾಟೆನ್‍ಬಿ ತುಮ್ಕಾ ಪಸ್ವುಚೆ ನ್ಹಯ್, ತಸೆ ತುಮಿ ಉಶಾರ್ಕಿನ್ ರ್‍ಹಾವಾ, ಕಶ್ಯಾಕ್ ಮಟ್ಲ್ಯಾರ್ ನರ್ಕಾಕ್ ಸಮಂದ್ ಪಡಲ್ಲೊ ದುಸ್ಟ್ ಅನಿ ಬುರ್ಸೊ ವಿರೊದಿ ದಿಸ್ಲ್ಯಾ ಸಿವಾಯ್ ತೊ ನಾಸಾಚೊ ದಿಸ್ ಯೆಯ್ ನಾ.