2 Thessalonians 2:4 — Compare Translations

7 translations compared side by side

Odia - 1840
"ସହେି ମନ୍ଦ ବ୍ଯକ୍ତି, ପରମେଶ୍ବରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ବାରା ଉପାସିତ, ଏହିପରି ପ୍ରେତ୍ୟକକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରେତ୍ୟକକଠାରୁ ଉଚ୍ଚ ବୋଲି ଦଖାେଏ, ଈଶ୍ବରଙ୍କ ନାମ ରେ ଖ୍ଯାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବି ରୋଧ କରେ। ସେ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ଯାଇ, ସିଂହାସନ ରେ ବସି ନିଜକୁ ପରମେଶ୍ବର ବୋଲି ଘାଷେଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୁରାତ୍ମା ମନୁଷ୍ୟର ତଥାକଥିତ ସମସ୍ତ ଆରାଧ୍ୟ ଦେବତା ଓ ଉପାସ୍ୟ ବସ୍ତୁର ବିରୁଦ୍ଧାଚରଣ କରିବ ଓ ନିଜକୁ ସମସ୍ତଙ୍କ ଉଦ୍ଧ୍ୱର୍ରେ ରଖିବାକୁ ପ୍ରୟାସ କରିବ। ଏପରି କି ସେ ଈଶ୍ୱରଙ୍କ ମନ୍ଦିରରେ ଉପବେଶନ କରି ନିଜେ ଈଶ୍ୱର ବୋଲି ଦାବୀ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।
Odia IRV 2017 (ଓଡିଆ ବାଇବେଲ)
ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಸಗ್ಳ್ಯಾ ಸಾಮಾನಾಚ್ಯಾ ವಿರೊದ್ ದೆವಾಚೆ ಮನುನ್ ಹೊತ್ತ್ಯಾಂಚ್ಯಾ ಮಟ್ಲ್ಯಾರ್ ಪುಜಾ ಕರ್‍ತಲ್ಯಾ ದೆವಾಚ್ಯಾ ವಿರೊದ್ ರ್‍ಹಾತಾ ಅನಿ ಅಪ್ನಿಚ್ ಸಗ್ಳ್ಯಾನ್ಕಿ ಮೊಟೊ ಮನುನ್ ಸಾಂಗ್ತಾ. ದೆವಾಚ್ಯಾ ಗುಡಿತ್ ಗುಸುನ್ ಬಸ್ತಾ ಅನಿ ಅಪ್ನಿಚ್ ದೆವ್ ಮನುನ್ ಸಾಂಗುಕ್‍ ಲಾಗ್ತಾ.