2 Thessalonians 2:5 — Compare Translations

7 translations compared side by side

Odia - 1840
"ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର କ’ଣ ସ୍ମରଣ ନାହିଁ? ମୁଁ ତୁମ ସଙ୍ଗରେ ଥିବାବେଳେ ତୁମ୍ଭମାନଙ୍କୁ ଏ ସବୁ ବିଷୟ କହିଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತನ್ನಾ ಹ್ಯಾ ಸಗ್ಳ್ಯಾಂಚ್ಯಾ ವಿಶಯಾತ್ ತುಮ್ಚ್ಯಾಕ್ಡೆ ಬೊಲಲ್ಲೊ ಮನುನ್ ತುಮ್ಕಾ ಯಾದ್ ಹಾಯ್ ಕಾಯ್ ನಾ?