2 Thessalonians 2:7 — Compare Translations

7 translations compared side by side

Odia - 1840
"ସଂସାର ରେ ଏବେ ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ୟିଏ, ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ଯପଟରୁ ଦୂ ରଇେ ନ ୟିବା ପର୍ୟ୍ଯନ୍ତ ସହେି ଶକ୍ତିକୁ ପ୍ରତିରୋଧ କରୁଥିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇତିମଧ୍ୟରେ ତା’ର ରହସ୍ୟପୂର୍ଣ୍ଣ ଦୂରନ୍ତପଣ ପାର୍ଯ୍ୟ କରୁଅଛି; ମାତ୍ର ତାହାର ପ୍ରତିରୋଧକାରୀ ବ୍ୟକ୍ତି ଦୂର ନ ହେବା ପର୍ଯ୍ୟନ୍ତ ସେହି ଦୁର୍ଘଟଣା ଘଟିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘುಟಾನಿ ಹೊತ್ತೊ ಹ್ಯೊ ವಿರೊದಿ ಅಪ್ನಾಚೆ ಕಾಮ್ ಕರುನ್ಗೆತುಚ್ ಹಾಯ್. ಖರೆ ತ್ಯಾ ಘುಟಾನ್ ಹೊತ್ತ್ಯಾ ವಿರೊದಿಕ್ ಅಡ್ವುನ್ ಧರಲ್ಲೊ ಎಕ್ಲೊ ಹಾಯ್, ತೆನಿ ಅವ್ಕಾಸ್ ದಿ ನಸ್ತಾನಾ ತೊ ವಿರೊದಿ ಕಾಮ್ ಕರಿನಾ.