2 Thessalonians 2:8 — Compare Translations
7 translations compared side by side
Odia - 1840
"ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ವಿರೊದಿ ನದ್ರೆಕ್ ಪಡ್ತಾ, ಖರೆ ತವ್ಡ್ಯಾಕ್ ಮಟ್ಲ್ಯಾರ್ ಜೆಜು ಅಪ್ನಾಚ್ಯಾ ತೊಂಡಾಚ್ಯಾ ಶ್ವಾಸಾನ್ ತೆಚೊ ಜಿವ್ ಕಾಡ್ತಾ ಅನಿ ಅಪ್ನಿ ಯೆತಲೊ ಹಾಯ್ ತ್ಯಾ ಮಹಿಮೆನ್ ತೆಕಾ ನಾಸ್ ಕರುನ್ ಟಾಕ್ತಾ.