2 Thessalonians 2:9 — Compare Translations
7 translations compared side by side
Odia - 1840
"ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅଦ୍ଭୂତ କାର୍ଯ୍ୟମାନ ଘଟାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
Odia IRV 2017 (ଓଡିଆ ବାଇବେଲ)
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ವಿರೊದಿ ಸೈತಾನಾಚ್ಯಾ ತಾಕ್ತಿನ್ ಯೆತಾ ಅನಿ ಸೈತಾನಾಚ್ಯಾ ತಾಕ್ತಿನ್ ಮೊಟಿ-ಮೊಟಿ ಕಾಮಾ ಕರುನ್ ದಾಕ್ವುತಾ ಝುಟಿ ಜಾದುವಾ, ಅನಿ ಆಜಾಪಾ ಕರುನ್ ದಾಕ್ವುತಾ.