2 Thessalonians 3:10 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ: ଯଦି ଜଣେ କାମ ନ କରିବ, ତା' ହେଲେ ସେ ଖାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେକେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ସଙ୍ଗରେ ଥିବାବେଳେ ଆମେ ତୁମ୍ଭମାନଙ୍କୁ କହିଥିଲୁ, “ଯେଉଁ ଲୋକ କାର୍ଯ୍ୟ କରେ ନାହିଁ, ସେ ଭୋଜନ ନ କରୁ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ: “ଯଦି ଜଣେ କାମ ନ କରିବ, ତା’ହେଲେ ସେ ଖାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತನ್ನಾ ಅಮಿ ಕನ್ನಾಬಿ ಸಾಂಗುಕ್ ಲಾಗಲ್ಲಾಂವ್, ಜೊ ಕೊನ್ ಕಾಮ್ ಕರಿನಾ ಮನ್ತಾ ತೆಕಾ ಉಪ್ಪಾಸಿ ಟಾಕಾ.