2 Thessalonians 3:11 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ଦଳ ରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସମାନେେ କିଛି କରୁ ନାହାଁନ୍ତି। ସମାନେେ ଅନ୍ୟମାନଙ୍କ ଜୀବନ ରେ ହସ୍ତକ୍ଷପେ କରିବା ରେ ସମୟ ଅତିବାହିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟ ପରାୟଣ ଆଚରଣ କରୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ପୁଣି ଏବେ କହୁଛୁ, କାରଣ ଆମେ ଖବର ପାଇଛୁ ଯେ, ତୁମ୍ଭମାନଙ୍କ ମଧ୍ୟରେ କେତେକ ଆଳସ୍ୟରେ ଜୀବନ ଯାପନ କରୁଛନ୍ତି ଏବଂ ଅନ୍ୟମାନଙ୍କର କାର୍ଯ୍ୟରେ ଅଯଥା ହସ୍ତକ୍ଷେପ କରିବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଦଳରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସେମାନେ କିଛି କରୁ ନାହାନ୍ତି। ସେମାନେ ଅନ୍ୟମାନଙ୍କ ଜୀବନରେ ହସ୍ତକ୍ଷେପ କରିବାରେ ସମୟ ଅତିବାହିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಅಶೆ ಕಶ್ಯಾಕ್ ಸಾಂಗುಕ್ ಲಾಗ್ಲಾಂವ್ ಮಟ್ಲ್ಯಾರ್, ಉಲ್ಲಿ ತುಮ್ಚ್ಯಾತ್ಲಿ ಲೊಕಾ ಕಾಮ್ ಕರಿನಸ್ತಾನಾ ಆಳ್ಸಿಪಾನಾನ್ ಪಡುನ್ ರ್‍ಹಾತ್ಯಾತ್ ಅನಿ ದುಸ್ರ್ಯಾಂಚ್ಯಾ ಖಬ್ರಿಯಾತ್ನಿ ಜಾವ್ನ್ ಗುಸುನ್ಗೆತ್ ರ್‍ಹಾತ್ಯಾತ್ ಮನುನ್ ಅಮಿ ಆಯಿಕ್ಲಾವ್.