2 Thessalonians 3:12 — Compare Translations
7 translations compared side by side
Odia - 1840
"ଆମ୍ଭେ ସମାନଙ୍କେୁ ଆଦେଶ ଦେଉଛୁ ଯେ, ସମାନେେ ଅନ୍ୟମାନଙ୍କ ବିଷୟ ରେ ଚିନ୍ତା କରିବା ଛାଡ଼ି ଦିଅନ୍ତୁ। ସମାନେେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭେ ଅନୁ ରୋଧ କରୁଛୁ ଯେ, ସମାନେେ ଏପରି କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାର ଲୋକମାନଙ୍କୁ ଶା; ଭାବରେ କାର୍ଯ୍ୟ କରି ନିଜ ନିଜର ଅନ୍ନ ଭୋଜନ କରିବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମେ ସେହି ଲୋକମାନଙ୍କୁ ସତର୍କ କରି ଆଦେଶ ଦେଉଛୁ, ସେମାନେ ଜୀବନରେ ଆଉ ଟିକିଏ ସଂଯତ ହୋଇ ନିଜର ଜୀବିକା ଉପାର୍ଜନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ನಾವಾನ್ ಅಸ್ಲ್ಯಾ ಲೊಕಾಕ್ನಿ ಉಶಾರ್ಕಿ ದಿವ್ನ್ ಹುಕುಮ್ ಕರ್ತಾಂವ್. ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಅಪ್ಲ್ಯಾ ಕಾಮಾಕ್ನಿ ಅನಿ ಅಪ್ಲ್ಯಾ ಜಿವನಾಕ್ ಪಾಜೆ ಹೊಲ್ಲೆ ಅಪ್ನಿಚ್ ರಾಬುನ್ ಕಮ್ವುನ್ ಘೆಂವ್ದಿತ್.