2 Thessalonians 3:13 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କବେେ ହେଲେ କ୍ଲାନ୍ତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ଭ୍ରାତୃବୃନ୍ଦ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲା; ନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ଭାଇମାନେ, ତୁମେ ସତ୍ କର୍ମ କରିବାରେ କ୍ଲାନ୍ତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಮಾಜ್ಯಾ ಭಾವಾ-ಭೆನಿಯಾನು, ಬರಿ ಕಾಮಾ ಕರ್‍ತಲ್ಯಾತ್ ಕನ್ನಾಬಿ ಹಾರುನ್ ಜಾವ್‍ನಕಾಶಿ.