2 Thessalonians 3:15 — Compare Translations

7 translations compared side by side

Odia - 1840
"କିନ୍ତୁ ତାକୁ ଶତୃ ଭଳି ବ୍ଯବହାର ନ କରି, ଭାଇ ଭଳି ଚତଇେେ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ର ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ସେ ଲଜ୍ଜିତ ହେବ। କିନ୍ତୁ ତା’ ପ୍ରତି ଶତ୍ରୁତା ଆଚରଣ ନ କରି, ଭାଇ ପରି ତାକୁ ସତର୍କ କରିଦିଅ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದುಸ್ಮಾನಾಂಚ್ಯಾ ಸರ್ಕೆ ತೆಂಕಾ ಬಗುನಕಾಸಿ, ಕ್ರಿಸ್ತಾಕ್ ವಿಶ್ವಾಸ್ ಕರಲ್ಲ್ಯಾ ಭಾವಾಂಚ್ಯಾ ಸಾರ್ಕೆ ತೆಂಕಾ ಬುದ್-ಬಾಳ್ ಸಾಂಗಾ.