2 Thessalonians 3:16 — Compare Translations

7 translations compared side by side

Odia - 1840
"ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାନ୍ତିଦାତା ପ୍ରଭୁ ସ୍ଵୟଂ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ପ୍ରଭୁ ଆମ୍ଭମାନଙ୍କ ଶାନ୍ତିର ଉତ୍ସ, ସେ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ କଥା ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରତ୍ୟେକ କ୍ଷେତ୍ରରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಮಾದಾನಾಚೊ ಮುಳ್ ಹೊವ್ನ್ ಹೊತ್ತೊ ಧನಿ ಸಗ್ಳ್ಯಾ ಎಳಾರ್ ಅನಿ ಸಗ್ಳ್ಯಾ ವಾಟೆನಿ ತುಮ್ಕಾ ಸಮಾದಾನ್ ದಿಂವ್ದಿತ್. ಧನಿ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್.