2 Thessalonians 3:17 — Compare Translations

7 translations compared side by side

Odia - 1840
"ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ଵରୂପ, ମୁଁ ଏହିପରି ଲେଖେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ତୁମ ସମସ୍ତଙ୍କର ନିକଟରେ ରହନ୍ତୁ। ମୁଁ ନିଜ ହାତରେ ଏହା ଲେଖୁଛି - “ପାଉଲଙ୍କଠାରୁ ଶୁଭେଚ୍ଛା” ମୋର ସମସ୍ତ ପତ୍ର ମୁଁ ଏହିପରିଭାବେ ସ୍ୱାକ୍ଷରିତ କରି ଲେଖିଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ୱରୂପ, ମୁଁ ଏହିପରି ଲେଖେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಪಾವ್ಲು ಮಾಜ್ಯಾ ಸ್ವತಾಚ್ಯಾ ಹಾತಿನಿ ತುಮ್ಕಾ ನಮಸ್ಕಾರ್ ಲಿವ್ಲಾ: ಮಿಯಾ ಅಸೆಚ್ ಸಗ್ಳ್ಯಾ ಚಿಟಿಯಾ ವೈನಿ ಬಿ ಸಹಿ ಕರ್‍ತಾ, ಅನಿ ಮಿಯಾ ಲಿವ್ತಲೆ ಅಸೆಚ್.