2 Thessalonians 3:2 — Compare Translations

7 translations compared side by side

Odia - 1840
"ଆହୁରି ମଧ୍ଯ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠା ରେ ବିଶ୍ବାସ ନ ଥାଏ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ଵାସ ନାହିଁ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆହୁରି ମଧ୍ୟ ପ୍ରାର୍ଥନା କର, ଈଶ୍ୱର ଯେପରି ଆମକୁ ଦୁଷ୍ଟ ଓ ଖଳ ଲୋକମାନଙ୍କ ହାତରୁ ରକ୍ଷା କରିବେ, କାରଣ ସମସ୍ତେ ସୁସମାଚାରର ବିଶ୍ୱାସୀ ନୁହଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬುರ್ಸ್ಯಾಪಾನಾತ್ನಾ ಅನಿ ವಾಯ್ಟ್ ಮಾನ್ಸಾನಿತ್ನಾ ಅಮ್ಕಾ ಬಚಾವ್ ಕರ್ ಮನುನ್ ಅಮ್ಚ್ಯಾಸಾಟ್ನಿ ಮಾಗ್ನಿ ಕರಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಸಗ್ಳಿ ಲೊಕಾ ಬರಿ ಖಬರ್ ಮಾನುನ್ ಘೆಯ್‍ನಾತ್‍.