2 Thessalonians 3:4 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କୁ କୁହାୟାଇଥିବା କାମସବୁ ତୁମ୍ଭମାନେେ କରୁଛ ବୋଲି ପରମେଶ୍ବର ଆମ୍ଭକୁ ନିଶ୍ଚିତ ଭାବେ ଉପଲବଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭମାନେେ ଏହି କାମ ସବୁ କରି ଚାଲିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ସମ୍ଵନ୍ଧରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ଵାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ଉପରେ ଆସ୍ଥା ରଖିବାକୁ ପ୍ରଭୁ ଆମ୍ଭମାନଙ୍କୁ ଭରସା ଦେଇଛନ୍ତି ଓ ଆମେ ଯାହା କହୁଛୁ, ତାହା ତୁମ୍ଭେମାନେ ଯେ କରୁଛ ଓ କରୁଥିବ, ଏ ବିଷୟରେ ଆମ୍ଭେମାନେ ନିଶ୍ଚିତ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ କୁହାଯାଇଥିବା କାମସବୁ ତୁମ୍ଭେମାନେ କରୁଛ ବୋଲି ପରମେଶ୍ୱର ଆମ୍ଭକୁ ନିଶ୍ଚିତ ଭାବେ ଉପଲବ୍ଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭେମାନେ ଏହି କାମ ସବୁ କରି ଗ୍ଭଲିଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ತುಮ್ಚ್ಯಾ ವಿಶಯಾತ್ ಲೈ ವಿಶ್ವಾಸ್ ಅಮ್ಕಾ ದಿತಾ ಅನಿ ಅಮಿ ತುಮ್ಕಾ ಕಾಯ್ ಸಾಂಗಟ್ಲ್ಯಾಂವ್ ತಸೆ ತುಮಿ ಚಲುಲ್ಯಾಸಿ, ಅನಿ ಫಿಡೆಬಿ ತಸೆಚ್ ಚಲ್ತ್ಯಾಸಿ ಮನ್ತಲೆ ಅಮ್ಕಾ ಖರೆಚ್ ಗೊತ್ತ್ ಹಾಯ್.