2 Thessalonians 3:5 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କର ର୍ଧୈୟ୍ଯ ଓ ପରମେଶ୍ବରଙ୍କ ପ୍ ରମେ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହବୋ ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଚାଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ଵରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ପ୍ରେମ ଏବଂ ଖ୍ରୀଷ୍ଟପ୍ରଦତ୍ତ ସହିଷ୍ଣୁତାକୁ ଅଧିକ ଗଭୀରଭାବେ ଉପଲ୍ବଧି କରିବା ପାଇଁ ପ୍ରଭୁ ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ತುಮ್ಕಾ ದೆವಾಚ್ಯಾ ಪ್ರೆಮಾಚ್ಯಾ ಮೊಟ್ಯಾ ಸಮ್ಜನಿಕ್ಡೆ ಅನಿ ಕ್ರಿಸ್ತಾಚ್ಯಾ ಭಿಂಯೆನಸಲ್ಲ್ಯಾ ಘಟ್ಟಪಾನಾಕ್ಡೆ ಚಾಲ್ವುಂದಿತ್.