2 Thessalonians 3:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭମାନେେ ରହିବା ଉଚିତ। ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ କବେେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କିପରି ଆମ୍ଭମାନଙ୍କୁ ଅନୁକରଣ କରିବା ତୁମ୍ଭମାନଙ୍କର ଉଚିତ୍ ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟ ପରାୟଣ ଆଚରଣ କରି ନ ଥିଲୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ତୁମ୍ଭେମାନେ ଜାଣିଛ, ତୁମ କାର୍ଯ୍ୟକଳାପରେ ଆମକୁ ଅନୁକରଣ କରିବା ଉଚିତ୍। ତୁମ୍ଭମାନଙ୍କ ସହିତ ରହିଥିବା ବେଳେ ଆମେ ଆଳସ୍ୟପରାୟଣ ନ ଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭେମାନେ ରହିବା ଉଚିତ୍। ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ କେବେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
Odia IRV 2017 (ଓଡିଆ ବାଇବେଲ)
କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತನ್ನಾ ಆಳ್ಸಿಪಾನಾನ್ ರ್‍ಹಾಯ್‍ನಸಿ. ಅಮಿ ಕಶೆ ಅನಿ ಕಾಯ್-ಕಾಯ್ ಕರ್ಲಾಂವ್ ಮನ್ತಲೆ ತುಮ್ಕಾಚ್ ಗೊತ್ತ್ ಹಾಯ್.