2 Thessalonians 3:8 — Compare Translations
7 translations compared side by side
Odia - 1840
"ମୂଲ୍ଯ ନ ଦଇେ ଆମ୍ଭେ କାହାରି ଘ ରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭମାନେେ କାହାରି ଉପରେ ଭାର ସ୍ବରୂପ ନ ହବେୁ ବୋଲି ସର୍ବଦା କର୍ମରତ ରହୁଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ବିନାମୂଲ୍ୟରେ କାହାରି ଅନ୍ନ ଭୋଜନ କରି ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେବା ପାଇଁ ପରିଶ୍ରମ ଓ କ୍ଳେଶ ସହ ଦିବାରାତ୍ର କାର୍ଯ୍ୟ କରିଥିଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ବିନାମୂଲ୍ୟରେ ଆମେ କାହାଠାରୁ ଅନ୍ନ ଗ୍ରହଣ କରି ନ ଥିଲୁ। ବରଂ କାହାରି ଉପରେ ବୋଝ ନ ହେବା ପାଇଁ ଆମେ କଷ୍ଟ ସ୍ୱୀକାର କରି ଦିନ ରାତି ପରିଶ୍ରମ କରିଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ମୂଲ୍ୟ ନ ଦେଇ ଆମ୍ଭେ କାହାରି ଘରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭେମାନେ କାହାରି ଉପରେ ଭାର ସ୍ୱରୂପ ନ ହେବୁ ବୋଲି ସର୍ବଦା କର୍ମରତ ରହୁଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
Odia IRV 2017 (ଓଡିଆ ବାଇବେଲ)
କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕೊನಾಕ್ನಾಬಿ ಕಾಯ್ಬಿ ಪೈಸೆ ದಿ ನಸ್ತಾನಾ ಫುಕೊಟ್ ಜೆವ್ಕ್ ನಾಂವ್; ಅಮಿ ಕಾಮ್ ಕರ್ಲಾಂವ್ ರಾಬ್ನುಕ್ ಕರ್ಲಾಂವ್. ಅಮಿ ತುಮ್ಚ್ಯಾತ್ಲ್ಯಾ ಕೊನಾಚ್ಯಾ ವರ್ತಿಬಿ ಎಕ್ ವಜ್ಜೆ ಹೊತಲೆ ನಕ್ಕೊ ಮನುನ್ ಅಮಿ ದಿಸ್ ರಾತ್ ಕಾಮ್ ಕರ್ಲಾಂವ್.