2 Timothy 1:10 — Compare Translations

7 translations compared side by side

Odia - 1840
"ସହେି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ୟ୍ଯନ୍ତ ଆମ୍ଭକୁ ଦଖାଯାେଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠା ରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ଯୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦଖାଇେଲେ। ସୁସମାଚାର ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆବିର୍ଭାବ ଦ୍ଵାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି; ପୁଣି, ସୁସମାଚାର ଦ୍ଵାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ଏହି ଧରାଧାମରେ ଆବିର୍ଭୂତ ହୋଇ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ଏ ସମସ୍ତ ବିଷୟ ପ୍ରକାଶ କରିଛନ୍ତି। ସେ ମୃତ୍ୟୁର ଶକ୍ତିକୁ ଲୋପ କରିଛନ୍ତି ଏବଂ ତାଙ୍କର ସୁସମାଚାର ଦ୍ୱାରା ଅନନ୍ତ ଜୀବନର ପଥ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಅಮ್ಕಾ ಸುಟ್ಕಾ ದಿನಾರೊ ಜೆಜು ಕ್ರಿಸ್ತ್ ಯೆಲ್ಲ್ಯಾಚ್ಯಾ ವೈನಾ ತೆಚಿ ಕುರ್ಪಾ ಮಾಳಾಕ್ ಯೆಲಾ. ತೆನಿ ಮರ್ನಾಚ್ಯಾ ಬಳಾಚೊ ನಾಸ್ ಕರ್‍ಲ್ಯಾನ್ ಅನಿ ಬರ್‍ಯಾ ಖಬ್ರೆ ವೈನಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ತೆನಿ ಅಮ್ಕಾ ದಾಕ್ವುನ್ ದಿಲ್ಯಾನ್.