2 Timothy 1:11 — Compare Translations

7 translations compared side by side

Odia - 1840
"ସହେି ସୁସମାଚାର କହିବା ପାଇଁ ମୁଁ ମନୋନୀତ ହଲିେ। ମୁଁ ସୁସମାଚାର ପାଇଁ ପ୍ରଚାରକ, ପ୍ ରରେିତ ଓ ଶିକ୍ଷକ ଭାବେ ମନୋନୀତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଶୁଭ ବାର୍ତ୍ତା ଘୋଷଣା କରି ବୁଝାଇବାକୁ ଈଶ୍ୱର ମୋତେ ଜଣେ ପ୍ରେରିତ ଶିଷ୍ୟ ଓ ଶିକ୍ଷକ ରୂପେ ନିଯୁକ୍ତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಮಾಕಾ ಅಪೊಸ್ತಲ್ ಹೊವ್ನ್ ಅನಿ ಬರಿ ಖಬರ್ ಸಾಂಗ್ತಲೊ ಗುರುಜಿ ಹೊವ್ನ್ ಎಚುನ್ ಕಾಡ್ಲ್ಯಾನಾಯ್,