2 Timothy 1:12 — Compare Translations

7 translations compared side by side

Odia - 1840
"ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ମଧ୍ୟ ମୁଁ ଏହିସବୁ ଦୁଃଖ ଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ଵାସ କରିଅଛି, ତାହାଙ୍କୁ ଜାଣେ, ପୁଣି ମୁଁ ତାହାଙ୍କ ହସ୍ତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ ରୂପେ ବିଶ୍ଵାସ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಬರ್‍ಯಾ ಖಬ್ರೆಸಾಟ್ನಿ ಮಿಯಾ ಹ್ಯೊ ಕಸ್ಟ್ ಸೊಸುಕ್ ಲಾಗ್ಲಾ. ಖರೆ ಮಾಕಾ ಅನಿಬಿ ಬರೊಸೊ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಕೊನಾಚ್ಯಾ ವರ್‍ತಿ ಬರೊಸೊ ಥವ್ಲಾ; ತೊ ಮಾಕಾ ಗೊತ್ತ್ ಹಾಯ್ ಅನಿ ಜೆ ಕಾಮ್ ಮಿಯಾ ಕರುನ್ ಸಾರ್ತಲೆ ಮನುನ್ ಹಾಯ್; ತ್ಯಾ ದಿಸಾ ಪತರ್ ಮಾಜಿ ರಾಕನ್ ಕರ್‍ತಲೊ ಬಳ್ ತೆಕಾ ಹಾಯ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್.