2 Timothy 1:13 — Compare Translations

7 translations compared side by side

Odia - 1840
"ମାଠାରୁେ ଶୁଣିଥିବା ସତ୍ ଶିକ୍ଷାଗୁଡ଼ିକୁ ପାଳନ କର। ସହେି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ଆମ୍ଭର ବିଶ୍ବାସ ଓ ପ୍ ରମେ। ସହେି ଉପଦେଶଗୁଡ଼ିକ ଉଦାହରଣ ସ୍ବରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦବୋ ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରୁ ଯେଉଁସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ଵନ୍ଧୀୟ ବିଶ୍ଵାସ ଓ ପ୍ରେମରେ ତାହା ଆଦର୍ଶ ରୂପେ ଧରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମକୁ ଶିକ୍ଷା ଦେଇଥିବା ସତ୍ୟଗୁଡ଼ିକୁ ଦୃଢ଼ତା ସହିତ ଧରି ରଖ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ପ୍ରକୃତ ପ୍ରେମ ଓ ଧର୍ମ ବିଶ୍ୱାସରେ ଅବିଚଳିତ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରୁ ଶୁଣିଥିବା ସ‌‌ତ୍‌‌‌ଶିକ୍ଷାଗୁଡ଼ିକୁ ପାଳନ କର। ସେହି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଆମ୍ଭର ବିଶ୍ୱାସ ଓ ପ୍ରେମ। ସେହି ଉପଦେଶଗୁଡ଼ିକ ଉଦାହରଣ ସ୍ୱରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।
Odia IRV 2017 (ଓଡିଆ ବାଇବେଲ)
ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ಹೊತ್ತ್ಯಾ ಅಮ್ಚ್ಯಾ ವಿಶ್ವಾಸಾತ್ ಅನಿ ಪ್ರೆಮಾತ್ ರ್‍ಹಾವ್ನ್ ಎಕ್ ಉದಾರನ್ ಹೊವ್ನ್ ಚಲುಸಾಟಿ ಮನುನ್ ಮಿಯಾ ತುಕಾ ಶಿಕ್ವಲ್ಲ್ಯಾ ಖರ್‍ಯಾ ಗೊಸ್ಟಿಯಾ ಮನಾತ್ ಘಟ್ ಥವ್ನ್ ಘೆ.