2 Timothy 1:14 — Compare Translations

7 translations compared side by side

Odia - 1840
"ତୁମ୍ଭକୁ ଯେଉଁ ସତ୍ଯ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ର ଆତ୍ମାର ସାହାୟ୍ଯ ରେ ସଗେୁଡ଼ିକୁ ରକ୍ଷା କର। ସହେି ପବିତ୍ର ଆତ୍ମା ଆମ୍ଭ ଭିତ ରେ ରହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ଵାରା ସୁରକ୍ଷା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ମହତ୍ ବିଷୟର ଦାୟିତ୍ୱ ତୁମ ଉପରେ ନ୍ୟସ୍ତ ହୋଇଛି, ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଶକ୍ତିରେ ସେ ସବୁକୁ ଅକ୍ଷୁର୍ଣ୍ଣ ରଖ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭುತ್ತುರ್ ವಸ್ತಿ ಕರ್‍ತಲ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ಬಳಾನ್ ತುಕಾ ದಿಲ್ಲ್ಯಾ ತವ್ಡ್ಯಾ ಬರ್‍ಯಾ ಗೊಸ್ಟಿಯಾ ಬರೆ ಕರುನ್ ಸಂಬಾಳ್.