2 Timothy 1:16 — Compare Translations
7 translations compared side by side
Odia - 1840
"ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ଵାର ମୋତେ ସାନ୍ତ୍ଵନା କରିଅଛନ୍ତି, ପୁଣି ମୋହର ଶୃଙ୍ଖଳ ସମ୍ଵନ୍ଧରେ ଲଜ୍ଜିତ ହୋଇ ନାହାନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଅନୀସିଫର ବହୁବାର ଆସି ମୋତେ ସାନ୍ତ୍ୱନା ଓ ଉତ୍ସାହ ଦେଇଛନ୍ତି; ମୁଁ ବନ୍ଦୀ ବୋଲି ସେ ଲଜ୍ଜିତ ହୋଇ ନାହାନ୍ତି। ତାଙ୍କ ପରିବାର ପ୍ରତି ଈଶ୍ୱରଙ୍କ କୃପାଶୀଷ ନିବେଦନ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜେଲ୍ରେ ରହିବା ଦ୍ୱାରା ସେ ଲଜ୍ଜିତ ହୋଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,
Odia IRV 2017 (ଓଡିଆ ବାଇବେଲ)
ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಒನೆಸಿಪೊರಸಾಚ್ಯಾ ಕುಟ್ಮಾಕ್ ಧನಿ ದಯಾ ದಾಕ್ವುಂದಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಲೈಂದಾ ತೆನಿ ಮಾಕಾ ಉಮ್ಮೆದಿನ್ ಭರ್ಲ್ಯಾನಾಯ್.ಅನಿ ಮಿಯಾ ಬಂಧಿಖಾನ್ಯಾತ್ ಹಾಂವ್ ಮನುನ್ ತೊ ಲಜುಕ್ನಾ.