2 Timothy 1:18 — Compare Translations
7 translations compared side by side
Odia - 1840
"ମୁଁ ପ୍ରଭୁଙ୍କଠା ରେ ପ୍ରାର୍ଥନା କରେ ଯେ ସେ ସହେି ମହାଦିନ ରେ ଅନୀସିଫରକୁ ଦୟା ଦାନ କରନ୍ତୁ। ଅନ୍ୟ ସମସ୍ତଙ୍କ ଅପେକ୍ଷା ତୁମ୍ଭେ ଭଲ ଭାବରେ ଜାଣ ଯେ ଏଫିସଠା ରେ ଅନକେ ପ୍ରକାର ରେ ସେ ମାେତେ ସାହାୟ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ, ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାବିଚାର ଦିବସରେ ପ୍ରଭୁ ତାଙ୍କ ପ୍ରତି ସଦୟ ହୁଅନ୍ତୁ। ଏଫିସୀରେ ସେ ମୋର କେତେ ଉପକାର କରିଥିଲେ, ତୁମେ ସେ ସବୁ କଥା ଜାଣ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରଭୁଙ୍କଠାରେ ପ୍ରାର୍ଥନା କରେ ଯେ ସେ ସେହି ମହାଦିନରେ ଅନୀସିଫରକୁ ଦୟା ଦାନ କରନ୍ତୁ। ଅନ୍ୟ ସମସ୍ତଙ୍କ ଅପେକ୍ଷା ତୁମ୍ଭେ ଭଲ ଭାବରେ ଜାଣ ଯେ ଏଫିସଠାରେ ଅନେକ ପ୍ରକାରେ ସେ ମୋତେ ସାହାଯ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ, ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।
Odia IRV 2017 (ଓଡିଆ ବାଇବେଲ)
(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಿ ಧನಿ ತೆಚ್ಯಾ ವರ್ತಿ ದಯಾ ದಾಕ್ವುಂದಿ! ಅನಿ ಎಫೆಜಾತ್ ಮಾಜೆಸಾಟಿ ತೆನಿ ಕವ್ಡೆ ಬರೆ ಕಾಮ್ ಕರಲ್ಲ್ಯಾನ್ ಮನುನ್ ತುಕಾ ಗೊತ್ತ್ ಹಾಯ್.