2 Timothy 1:2 — Compare Translations
7 translations compared side by side
Odia - 1840
"ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମାେ ପାଇଁ ମାେ ପ୍ରିୟ ପୁତ୍ର ଭଳି। ପରମପିତା ପରମେଶ୍ବରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ପ୍ରିୟ ପୁତ୍ର ତୀମଥିଙ୍କୁ ମୁଁ ଏହି ପତ୍ର ଲେଖୁଛି। ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମକୁ ଅନୁଗ୍ରହ, କୃପା ଓ ଶାନ୍ତି ପ୍ରଦାନ କରନ୍ତୁ। ଧନ୍ୟବାଦ ଓ ଉତ୍ସାହବାଣୀ
Odia Bible ERV 2004 (ପବିତ୍ର ବାଇବଲ)
ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମୋ’ ପାଇଁ ମୋ’ ପ୍ରିୟ ପୁତ୍ର ଭଳି। ପରମପିତା ପରମେଶ୍ୱରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
Odia IRV 2017 (ଓଡିଆ ବାଇବେଲ)
ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಮೊತಿಕ್ ಮಾಜ್ಯಾ ಪ್ರಿತಿಚ್ಯಾ ಲೆಕಾಕ್ ಲಿವ್ತಲೆ. ದೆವ್ ಬಾಪ್ ಅನಿ ಅಮ್ಚೊ ಧನಿ ಕ್ರಿಸ್ತ್ ಜೆಜು ತುಕಾ ಕುರ್ಪಾ ದಯಾ ಅನಿ ಶಾಂತಿ ದಿಂವ್ದಿತ್.