2 Timothy 1:3 — Compare Translations

7 translations compared side by side

Odia - 1840
"ମୁଁ ସବୁବେଳେ ଦିନରାତି ମାେ ପ୍ରାର୍ଥନା ରେ ତୁମ୍ଭକୁ ମନେପକାଉଛି। ସହେି ପ୍ରାର୍ଥନା ରେ ମୁଁ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି। ମାରେ ପୂର୍ବଜମାନେ ସହେି ପରମେଶ୍ବରଙ୍କୁ ସବୋ କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସବୋ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପିତୃପୁରୁଷମାନଙ୍କ ମତାନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ଵରଙ୍କର ଉପାସନା କରେ, ଦିବାରାତ୍ର ମୋହର ପ୍ରାର୍ଥନାରେ ନିରନ୍ତର ତୁମ୍ଭର ନାମ ଉଲ୍ଲେଖ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ଯେଉଁ ଈଶ୍ୱରଙ୍କୁ ନିର୍ମଳ ବିବେକରେ ଆରାଧନା କରି ଆସିଛି, ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି। ମୋର ପ୍ରାର୍ଥନା ନିବେଦନରେ ଦିବାନିଶି ତୁମକୁ ସ୍ମରଣ କଲାବେଳେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ।
Odia Bible ERV 2004 (ପବିତ୍ର ବାଇବଲ)
ଧନ୍ୟବାଦ ଓ ଆଶ୍ୱାସନା ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
Odia IRV 2017 (ଓଡିଆ ବାଇବେଲ)
ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಅಮ್ಚ್ಯಾ ವಾಡ್ವಡ್ಲಾನಿ ಕರಲ್ಲ್ಯಾ ಸರ್ಕೆ ಪವಿತ್ರ್ ಮನಾನಿ ಸೆವಾ ಕರ್‍ತಲ್ಯಾ ದೆವಾಕ್ ಧನ್ಯವಾದ್ ದಿತಾ. ದಿಸ್-ರಾತ್ ಮಾಜ್ಯಾ ಮಾಗ್ನಿತ್ ಮಿಯಾ ತುಕಾ ತಿಮೊತಿ ಯಾದ್ ಕರ್‍ತಾ.