2 Timothy 1:4 — Compare Translations

7 translations compared side by side

Odia - 1840
"ତୁମ୍ଭେ ମାେ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ବାସ ମୁଁ ମନେପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକା; ଇଚ୍ଛା କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ଅଶ୍ରୁଧାରା ମୋର ମନେ ଅଛି ଏବଂ ତୁମକୁ ଦେଖି ସୁଖୀ ହେବା ପାଇଁ ମୁଁ ଉକ୍ରଣ୍ଠିତ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ತನ್ನಾ ಜಾತಾನಾ ಡೊಳ್ಯಾನಿ ಕಾಡಲ್ಲ್ಯಾ ದುಕ್ಕಾಂಚಿ ಮಾಕಾ ಯಾದ್ ಹಾಯ್ ಅನಿ ಹೊತಾ ತವ್ಡೆ ಲಗ್ಗು ತುಕಾ ಬಗುಚೆ ಮನ್ತಲಿ ಮಾಜಿ ಆಶಾ. ತನ್ನಾಚ್ ಮಾಜ್ಯಾ ಜಿವಾಕ್ ಸಮಾದಾನ್ ಹೊತಾ.