2 Timothy 1:5 — Compare Translations
7 translations compared side by side
Odia - 1840
"ପ୍ରଥମ ରେ ସହେି ବିଶ୍ବାସ ତୁମ୍ଭର ମାତାମହୀ ଲୋଯି ଓ ମାତା ଇଉନୀକୀଙ୍କଠା ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଅକପଟ ବିଶ୍ଵାସ ତୁମ୍ଭର ମାତାମହୀ ଲୋୟି ଓ ତୁମ୍ଭର ମାତା ଇଉନୀକୀଙ୍କଠାରେ ଥିଲା, ପୁଣି ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ଵାସ, ତୁମ୍ଭର ସେହି ଅକପଟ ବିଶ୍ଵାସ ବିଷୟରେ ମୁଁ ସମ୍ଵାଦ ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ମାତାମହୀ ଲୋୟୀ ଓ ମାତା ଇଉନିସୀ ଯେଉଁପରି ବିଶ୍ୱାସ କରୁଥିଲେ, ତୁମର ମଧ୍ୟ ସେହି ଆନ୍ତରିକ ବିଶ୍ୱାସ ଅଛି। ଏ କଥା ମୁଁ ସ୍ମରଣ କରୁଛି। ତୁମର ସେହି ବିଶ୍ୱାସ ଅଛି ବୋଲି ନିଶ୍ଚିତଭାବେ ମୁଁ ଜାଣେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମରେ ସେହି ବିଶ୍ୱାସ ତୁମ୍ଭର ମାତାମହୀ ଲୋୟୀ ଓ ମାତା ଇଉନୀକୀଙ୍କଠାରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ନିଷ୍କପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମାଆ ଇଉନୀକୀଙ୍କଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ନିଷ୍କପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜೊ ಖರೊ ವಿಶ್ವಾಸ್ ಲೈ ಘಟ್ ಮನ್ತಲೆ ಮಾಕಾ ಗೊತ್ತ್ ಹಾಯ್ ತುಮ್ಚ್ಯಾ ಅಜ್ಜಿಚೊ ಲುಯಿಸಾಚೊ ಅನಿ ತುಮ್ಚ್ಯಾ ಬಾಯ್ಚೊ ಯುನಿಸಾಚೊ ವಿಶ್ವಾಸ್ಬಿ ತಸೊಚ್ ಘಟ್ ಹೊತ್ತೊ. ತಸ್ಲೊಚ್ ತುಕಾಬಿ ಹಾಯ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್.