2 Timothy 1:6 — Compare Translations

7 translations compared side by side

Odia - 1840
"ମୁଁ ଜାଣେ ଯେ ତୁମ୍ଭଠା ରେ ସହେି ସମାନ ବିଶ୍ବାସ ଅଛି। ସେଥିପାଇଁ ମୁଁ କୁ ହେ ଯେ ପରମେଶ୍ବର ତୁମ୍ଭକୁ ଦଇେଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତବେେଳେ ମୁଁ ମାରେ ହାତଦ୍ବୟ ତୁମ୍ଭ ଉପରେ ରଖିଲି, ସେତବେେଳେ ପରମେଶ୍ବର ସହେି ଅନୁଗ୍ରହଦାନ ତୁମ୍ଭକୁ ଦଇେଥିଲେ। ମୁଁ ଚା ହେଁ ଯେ ତୁମ୍ଭେ ସହେି ଅନୁଗ୍ରହ ଦାନକୁ ବ୍ଯବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନି ଶିଖା ଏକ ଜ୍ବାଳା ରେ ପରିବର୍ତ୍ତିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ଵରଙ୍କର ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନଃ ପ୍ରଜ୍ଜ୍ଵଳିତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ ଉପରେ ହସ୍ତାର୍ପଣ କଲାବେଳେ ତୁମେ ଈଶ୍ୱରଙ୍କଠାରୁ ଯେଉଁ ଶକ୍ତି ପାଇଥିଲ, ତାକୁ ସଜୀବ ରଖିବାକୁ ମୁଁ ତୁମକୁ ସ୍ମରଣ କରାଇ ଦେଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ୱରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚೆಸಾಟ್ನಿ ಮಿಯಾ ತುಜ್ಯಾ ಟಕ್ಲ್ಯಾ ವರ್‍ತಿ ಹಾತಾ ಥವಲ್ಲ್ಯಾ ತನ್ನಾ ದೆವಾನ್ ತುಕಾ ದಿಲ್ಲೆ ವರು, ದಿವೊ ಸರ್ಕೆ ಪೆಟುನ್ಗೆತ್ ರ್‍ಹಾಂವ್ದಿತ್. ತೆ ತುಕಾ ಗಾವಲ್ಲೆ ಮಿಯಾ ತುಜಾ ವೈರ್ ಹಾತ್ ಥವಲ್ಲೆ ತನ್ನಾಚ್.