2 Timothy 1:8 — Compare Translations
7 translations compared side by side
Odia - 1840
"ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟ ରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହାଇେ ରହିଛି ମାେ ପାଇଁ ମଧ୍ଯ ଲଜ୍ଜା ବୋଧ କରେ ନାହିଁ। କିନ୍ତୁ ମାେ ସହିତ ସୁସମାଚାର ପାଇଁ କଷ୍ଟ ସହ୍ଯ କର। ତାହା କରିବା ପାଇଁ ପରମେଶ୍ବର ଆମ୍ଭକୁ ଶକ୍ତି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ବିଷୟରେ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋʼ ବିଷୟରେ ଲଜ୍ଜିତ ନ ହୁଅ, ବରଂ ଈଶ୍ଵରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋʼ ସହିତ କ୍ଳେଶ ସହ୍ୟ କର, ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପ୍ରଭୁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲଜ୍ଜାବୋଧ କର ନାହିଁ; ତାଙ୍କ ନିମନ୍ତେ ମୁଁ ବନ୍ଦୀ - ମୋ’ ପାଇଁ ମଧ୍ୟ ଲଜ୍ଜିତ ହୁଅ ନାହିଁ। ବରଞ୍ଚ ଈଶ୍ୱର ତୁମକୁ ଦେଇଥିବା ଶକ୍ତି ଅନୁଯାୟୀ ତୁମେ ଖ୍ରୀଷ୍ଟ ଯୀଶୁଙ୍କ ସୁସମାଚାର ନିମନ୍ତେ ଦୁଃଖଭୋଗ କରିବାକୁ ପ୍ରସ୍ତୁତ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହୋଇ ରହିଛି ମୋ’ ପାଇଁ ମଧ୍ୟ ଲଜ୍ଜା ବୋଧ କର ନାହିଁ। କିନ୍ତୁ ମୋ’ ସହିତ ସୁସମାଗ୍ଭର ପାଇଁ କଷ୍ଟ ସହ୍ୟ କର। ତାହା କରିବା ପାଇଁ ପରମେଶ୍ୱର ଆମ୍ଭକୁ ଶକ୍ତି ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚಿ ಸಾಕ್ಷಿ ದಿತಾನಾ ಲಜುನಕೊ; ಕ್ರಿಸ್ತಾಸಾಟ್ನಿ ಮಿಯಾ ಬಂಧಿಖಾನ್ಯಾತ್ ಹಾಂವ್ ಮನುನ್ಬಿ ಲಜುನಕೊ. ಕಶೆ ದೆವ್ ತುಕಾ ಬಳ್ ದಿತಾ ತಸೆ ಬರ್ಯಾ ಖಬ್ರೆಸಾಟ್ನಿ ಕಸ್ಟ್ ಸೊಸ್ತಲ್ಯಾತ್ ಭಾಗ್ ಘೆವ್ನ್ ರ್ಹಾ.