2 Timothy 1:9 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି⇧; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಕಾ ಬಚಾವ್ ಕರುನ್ ಅಪ್ನಾಚಿ ಸ್ವತಾಚಿ ಲೊಕಾ ಹೊವ್‍ಸಾಟ್ನಿ ಬಲ್ವುಲ್ಯಾನಾಯ್. ಅಮಿ ಕರಲ್ಲ್ಯಾ ಬರ್‍ಯಾ ಕಾಮಾಸಾಟ್ನಿ ನ್ಹಯ್, ಅಪ್ನಾಚ್ಯಾ ಸ್ವತಾಚ್ಯಾ ಉದ್ದೆಶಾನ್ ಅನಿ ಕುರ್ಪೆನ್ ತೆನಿ ಹೆ ಸಗ್ಳೆ ಕರ್‍ಲ್ಯಾನ್. ಎಳ್ ಮನ್ತಲೆ ಚಾಲು ಹೊವ್ಚ್ಯಾ ಅದ್ದಿಚ್ ಕ್ರಿಸ್ತ್ ಜೆಜುಚ್ಯಾ ವೈನಾ ತೆನಿ ಹಿ ಕುರ್ಪಾ ಅಮ್ಕಾ ದಿಲ್ಲ್ಯಾನ್.