2 Timothy 2:1 — Compare Translations

7 translations compared side by side

Odia - 1840
"ତୀମଥି, ତୁମ୍ଭେ ମାରେ ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆମ୍ଭକୁ ମିଳିଥିବା ଅନୁଗ୍ରହ ରେ ଶକ୍ତିଶାଳୀ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ମୋହର ବତ୍ସ, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ପ୍ରିୟ ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତାଙ୍କ ଅନୁଗ୍ରହରୁ ଯେଉଁ ଶକ୍ତି ମିଳେ, ସେଥିରେ ତୁମେ ବଳୀୟାନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କର ଏକ ବିଶ୍ୱସ୍ତ ସୈନିକ ତୀମଥି, ତୁମ୍ଭେ ମୋର ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭକୁ ମିଳିଥିବା ଅନୁଗ୍ରହରେ ଶକ୍ତିଶାଳୀ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ವಿಶಯಾತ್ ಸಾಂಗುಚೆ ಹೊಲ್ಯಾರ್, ಮಾಜ್ಯಾ ಲೆಕಾ ತಿಮೊತಿ, ಕ್ರಿಸ್ತಾ ಜೆಜುಚ್ಯಾ ಎಕ್ವಟ್ಟಾತ್ ಅಮ್ಚಿ ಮನುನ್ ಹೊತ್ತ್ಯಾ ಕುರ್ಪೆಚ್ಯಾ ಮಜತಿನ್ ತಿಯಾ ಘಟ್‍ಮುಟ್ ಹೊವ್ನ್ ರ್‍ಹಾ.