2 Timothy 2:10 — Compare Translations

7 translations compared side by side

Odia - 1840
"ଅତଏବ ମୁଁ ର୍ଧୈୟ୍ଯପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ବର ଯେତେ ଲୋକଙ୍କୁ ବାଛିଛନ୍ତି, ସମାନଙ୍କେୁ ସାହାୟ୍ଯ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନବୋର କାରଣ ଯେ, ସହେି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ପରିତ୍ରାଣ ପାଇ ପାରିବେ। ସହେି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ದೆವಾಚ್ಯಾ ಎಚುನ್ ಕಾಡಲ್ಲ್ಯಾ ಲೊಕಾಂಚ್ಯಾಸಾಟ್ನಿ ಮಿಯಾ ಹೆ ಸಗ್ಳೆ ಸೊಸ್ತಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಜೆಜು ಕ್ರಿಸ್ತಾತ್‍ ತೆಂಕಾ ಸುಟ್ಕಾ ಗಾವುಸಾಟಿ ಅನಿ ತೆಚ್ಯಾ ವಾಂಗ್ಡಾ ಕನ್ನಾಚ್ ಸರುನಸಲ್ಲಿ ಮಹಿಮಾ ಕಮ್ವುನ್ ಘೆವ್‍ಸಾಟ್ನಿ ಮಿಯಾ ಹೆ ಸಗ್ಳೆ ಸೊಸ್ತಾ.